31.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ଆଉ ୧୭୦୯ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ଆଉ ୧୭୦୯ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧,୭୦୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୭୦୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୮୫ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୨୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା ୨୭୫୭୪୯ ଜଣ ସୁସ୍ଥ ହୋଇ ଫେରିଥିବାବେଳେ ଆକ୍ଟିଭ କେଶ ଅଛି ୧୪,୬୯୨ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୪୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହପରି କଟକରୁ ୧୫୩, ବଲାଙ୍ଗୀରରୁ ୧୩୮ ଏବଂ ୧୦୧ କରୋନା ଆକ୍ରାନ୍ତ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking