33.1 C
Bhubaneswar
Saturday, April 27, 2024
Homeଓଡିଶାଆଜି ରାଜ୍ୟରେ ସୁସ୍ଥ ହେଲେ ୧୭୭୩

ଆଜି ରାଜ୍ୟରେ ସୁସ୍ଥ ହେଲେ ୧୭୭୩

ଭୁବନେଶ୍ଵର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୭୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୫୨,୨୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୨୫୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୨୧୬, କଟକରୁ ୧୪୭,ସମ୍ବଲପୁରରୁ ୧୨୫, କନ୍ଧମାଳରୁୁ ୯୨, ଯାଜପୁରୁ ୮୭, ମୟୁରଭଞ୍ଜରୁ ୮୦, ରାୟଗଡାରୁ ୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking