28.1 C
Bhubaneswar
Saturday, April 27, 2024
Homeଓଡିଶାଖୁସି ଖବର : ଆଜି କରୋନାରୁ ୧୭୮୫ ଜଣ ସୁସ୍ଥ ହେଲେ

ଖୁସି ଖବର : ଆଜି କରୋନାରୁ ୧୭୮୫ ଜଣ ସୁସ୍ଥ ହେଲେ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୪୮୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।


ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୦୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨୬୩ଜଣ, କଟକ ଜିଲ୍ଲାରୁ ୧୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୧ଜଣ, ମାଲକାନଗିରି ଜିଲ୍ଲାରୁ ୯୧ଜଣ, କନ୍ଧମାଳ ଜିଲ୍ଲାରୁ ୮୪ଜଣ, ରାୟଗଡ଼ା ଜିଲ୍ଲାରୁ ୮୧ଜଣ, ଗଜପତି ଜିଲ୍ଲାରୁ ୮୦ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୬୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨ଜଣ, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, ପୁରୀ ଜିଲ୍ଲାରୁ ୨୨ଜଣ,ବରଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲା ଓ କରୋପୁଟ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking