ମେଲାଣି ନେବେ ମା’, ଟ୍ଵିନ୍ ସିଟିରେ ମୁତୟନ ହେବେ ୧୭ ପ୍ଲାଟୁନ ଫୋର୍ସ

ଭୁବନେଶ୍ଵର : ଆଜି ଧରାପୃଷ୍ଠରୁ ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା। ଦଶହରାରେ ମା’ଙ୍କ ଘଟ ବିସର୍ଜନ ସରିଛି । ଭସାଣୀ ପାଇଁ ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ଟ୍ଵିନ୍ ସିଟିରେ ବ୍ୟାପକ ଆୟୋଜନ କରାଯାଇଛି। ଘଣ୍ଟଘଣ୍ଟା ସହ ପାରମ୍ପରିକ ବାଦ୍ୟରେ ଦୁଲୁକିବ ଟ୍ଵିନ୍ ସିଟି । ତେବେ ମା’ଙ୍କ ବିସର୍ଜନ ପାଇଁ ଅସ୍ଥାୟୀ ପୋଖରୀ ନିର୍ମାଣ କରାଯାଇଛି । ଭୁବନେଶ୍ଵରରେ ୩ଟି ଭସାଣୀ କମିଟି ରହଛି । ସମସ୍ତ କମିଟି … Continue reading ମେଲାଣି ନେବେ ମା’, ଟ୍ଵିନ୍ ସିଟିରେ ମୁତୟନ ହେବେ ୧୭ ପ୍ଲାଟୁନ ଫୋର୍ସ