27.1 C
Bhubaneswar
Monday, July 8, 2024
Homeଓଡିଶା୧୮ ଯାଏଁ ଭୀଷଣ ଗ୍ରୀଷ୍ମ ପ୍ରବାହ !

୧୮ ଯାଏଁ ଭୀଷଣ ଗ୍ରୀଷ୍ମ ପ୍ରବାହ !

ଭୁବନେଶ୍ୱର: ରାଜ୍ୟରେ ଆଜି ବି ଲାଗି ରହିବ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହ। ୩ ଦିନ ଭୀଷଣ ତାତି ଅନୁଭୂତ ହେବ । ଆଗାମୀ ୩ ଦିନ ତାତିରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ। ୧୮ ତାରିଖ ଯାଏଁ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିବ । କିଛି ଜିଲ୍ଲାରେ ତାପମାତ୍ରା ସ୍ବାଭାବିକଠୁ ୫ରୁ ୭ ଡିଗ୍ରୀ ଅଧିକ ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ତାପମାତ୍ରାରେ ପରିବର୍ତ୍ତନ ହେବ । ଆଜି ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି।

ସକାଳ ୫ଟା ୩୦ ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୦.୨ ଡିଗ୍ରୀରେକଡ କରାଯାଇଛି । ଆର୍ଦ୍ରତା ୯୨% ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ୧୪ ତାରିଖରେ ଉପକୂଳ ଓଡ଼ିଶାରେ ପାଗରେ ପରିବର୍ତ୍ତନ ଯୋଗୁଁ ଲୋକେ ସାମାନ୍ୟ ଆଶ୍ବସ୍ତି ଅନୁଭବ କରିବା ପରେ ଗତକାଲି ପୁଣି ହୋଇଥିଲା ଅଗ୍ନିବର୍ଷା। ପ୍ରବଳ ଗରମ ଓ ଗୁଳୁଗୁଳିରେ ସିଝିଥିଲା ସାରା ରାଜ୍ୟ। ଉପକୂଳ ଓ ପଶ୍ଚିମ ଯାଏଁ ପ୍ରଚଣ୍ଡ ତାତି ସାଙ୍ଗକୁ ଅସହ୍ୟ ଗରମ ଜନଜୀବନକୁ ପୁଣି ଅସ୍ତବ୍ୟସ୍ତ କରିଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking