ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ବର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ପ୍ରସ୍ତାବ ଉପରେ ମୋହର ବାଜିଛି। ପୂର୍ବାହ୍ନ ୧୦ଟା ୩୦ ମିନିଟରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ଏହି ଗୁରୁତ୍ବପୁର୍ଣ୍ଣ କ୍ୟାବିନେଟ ବୈଠକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂର୍ତ୍ତି ହୋଇଛି। ଏହି ପ୍ରରିପେକ୍ଷୀରେ ଆଜିର କ୍ୟାବିନେଟରେ ବଡ଼ ନିଷ୍ପତ୍ତି ଉପରେ ମୋହର ବାଜିଛି। ରାଜ୍ୟ ସରକାରଙ୍କ ଫୋକସରେ ସବୁବେଳେ ଗରିବ କଲ୍ୟାଣ … Continue reading ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବ ଉପରେ ବାଜିଲା ମୋହର