ରାଜ୍ୟରେ ଆଜି ୧୮୧୫ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୮୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୭୭,୫୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here