32.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗକଟକ ସହରରୁ ୧୯୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ

କଟକ ସହରରୁ ୧୯୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ

କଟକ: ଆଜି କଟକ ସହରର ବିଭିନ୍ନ ସ୍ଥାନରୁ ମୋଟ ୧୯୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୦୪ ଜଣ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ଯୋଗୁଁ ବାକି ୯୧ ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସରକାରୀ ସଂଗରୋଧ ୪ ଜଣ କୋଭିଡ ଯୋଦ୍ଧାଙ୍କ ସମେତ ମୋଟ ୪୨ ଜଣ ଓ ଗୃହ ସଂଗରୋଧରୁ ୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking