ଭୁବନେଶ୍ୱର: ୧୯୬ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଦୀର୍ଘଦିନ ଛୁଟିରେ ଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ୧୯୬ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବେ ସରକାର । ସରକାରୀ ନିୟମ ଅନୁସାରେ ବିହିତ କାର୍ଷ୍ୟନୁଷ୍ଠାନ ହେବ। ୧୯୬ ଡାକ୍ତର ବିଭିନ୍ନ କାରଣ ଦର୍ଶାଇ ଛୁଟିରେ ଅଛନ୍ତି । ଆଜି ବିଧାନସଭାରେ ଗୃହରେ ଟଙ୍କଧର ତ୍ରିପାଠୀ ପ୍ରଶ୍ନ କରିଥିବା ବେଳେ ସ୍ୱାସ୍ଥ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି ।