33.1 C
Bhubaneswar
Thursday, April 25, 2024
Homeଓଡିଶାଆଜି ୩୦ ଜିଲ୍ଲାରୁ ୧୯୭୭ ଆକ୍ରାନ୍ତ ଚିହ୍ନଟ

ଆଜି ୩୦ ଜିଲ୍ଲାରୁ ୧୯୭୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ୩୦ ଜିଲ୍ଲାରୁ ଆଜି ପୁଣି ୧୯୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୪୧ ଓ ସ୍ଥାନୀୟ ଅଞ୍ଚଳରୁ ୭୩୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪୬୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଖୋର୍ଦ୍ଧାରୁ ସର୍ବାଧିକ ୩୩୨, ଗଞ୍ଜାମରୁ ୨୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।


5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking