ପାନୀୟ ଜଳ ପ୍ରକଳ୍ପ ମାଧ୍ୟମରେ କେନ୍ଦୁଝରରେ ୨.୮୧ ଲକ୍ଷ ପରିବାର ପାଇବେ ପାଣି
ଭୁବନେଶ୍ୱର: ଜନସ୍ୱାସ୍ଥ୍ୟ ପାଇଁ ବିଶୁଦ୍ଧ ପାନୀୟ ଜଳ ବେଶ୍ ଗୁରୁତ୍ୱପୂର୍ଣ୍ଣ। ତେଣୁ ଗାଁ ଏବଂ ସହରରେ ଲୋକଙ୍କ ଦୁଆର ମୁହଁରେ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ପହଞ୍ଚାଇବା ଉପରେ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି। କେନ୍ଦୁଝର ଜିଲ୍ଲାର ବିଭିନ୍ନ ସ୍ଥାନରେ ଏଥିପାଇଁ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କରାଯାଉଛି। କେନ୍ଦୁଝର ଏକ ଖଣି ପ୍ରଭାବିତ ଜିଲ୍ଲା। ତେଣୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୂତଳ ଜଳରେ ଖଣିଜ ଅଂଶ ରହିଥିବାରୁ ତାହା ପିଇବା ଉପଯୋଗୀ ହୋଇନଥାଏ। ତେଣୁ … Continue reading ପାନୀୟ ଜଳ ପ୍ରକଳ୍ପ ମାଧ୍ୟମରେ କେନ୍ଦୁଝରରେ ୨.୮୧ ଲକ୍ଷ ପରିବାର ପାଇବେ ପାଣି
Copy and paste this URL into your WordPress site to embed
Copy and paste this code into your site to embed