28.1 C
Bhubaneswar
Saturday, April 27, 2024
Homeଓଡିଶାଅଗଷ୍ଟ ୨୧ରୁ +୨ ନୂତନ ଆଡ୍‌ମିଶନ୍ ପାଇଁ ଆବେଦନ

ଅଗଷ୍ଟ ୨୧ରୁ +୨ ନୂତନ ଆଡ୍‌ମିଶନ୍ ପାଇଁ ଆବେଦନ

ଅନ୍ୟପଟେ କରୋନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଡମିଶନ୍ ପାଇଁ ଆବେଦନ ଫି’ କମାଇଛନ୍ତି । ସାଧାରଣ ବର୍ଗ ଓ SC/ST ପିଲାଙ୍କ ପାଇଁ ୧୦୦ ଟଙ୍କା ଫି’ ହ୍ରାସ କରାଯାଇଛି । ଚଳିତ ବର୍ଷ ସାଧାରଣ ବର୍ଗ ପିଲାଙ୍କ ପାଇଁ ଆବେଦନ ଫି’ ୨ଶହ ଟଙ୍କା ରହିଛି । ସେହିପରି SC/ST ପିଲାଙ୍କ ପାଇଁ ଆବେଦନ ଫି’ ୧୦୦ ଟଙ୍କା ରଖାଯାଇଛି । ଏ ନେଇ ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଏହା ସହ ସେପ୍ଟେମ୍ବର ୯ରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି । କରୋନା ଯେଉଁଭଳି ଭାବରେ ରାଜ୍ୟରେ ତାର କାୟା ବିସ୍ତାର କରିବାରେ ଲାଗିଛି ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଶିକ୍ଷା ଉପରେ ମଧ୍ୟ ଏହାର ପ୍ରଭାବ ପଡ଼ିଛି ।
5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking