ବାୟୁସେନାର ୨ଟି ବିମାନ କ୍ରାସ୍‌

ନୂଆଦିଲ୍ଲୀ: ଆଜି ମଧ୍ୟପ୍ରଦେଶର ମୁରୈନା ନିକଟରେ ଭାରତୀୟ ବାୟୁସେନାର ଗୋଟିଏ ସୁଖୋଇ-୩୦ ଓ ଗୋଟିଏ ମିରେଜ୍‌ ୨୦୦୦ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା କଥା ‘ଦିଲ୍ଲୀ ଡିଫେନ୍‌ସ୍‌ ରିଭ୍ୟୁ’ ଟୁଇଟ୍‌ କରି ସୂଚନା ଦେଇଛି। ତାଲିମ ଅଭ୍ୟାସ ନିମନ୍ତେ ଉପରୋକ୍ତ ବିମାନ ଗୋଆଲିୟର୍‌ସ୍ଥିତ ମହାରାଜପୁର ବିମାନଘାଟିରୁ ଉଡ଼ାଣ ଆରମ୍ଭ କରିଥିଲା। ଦୁର୍ଘଟଣା ପରେ ତଲାସ ଓ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ରାଜସ୍ଥାନର ଭରତପୁରରେ ଆର୍ମି ହେଲିକପ୍ଟର କ୍ରାସ ହୋଇଥିବା ଘଟଣା ସାମ୍ନାକୁ ଆସିଛି । କୁହାଯାଉଛି … Continue reading ବାୟୁସେନାର ୨ଟି ବିମାନ କ୍ରାସ୍‌