38.8 C
Bhubaneswar
Friday, April 19, 2024
Homeବ୍ରେକୀଙ୍ଗସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ +୨ କଳା ରେଜଲ୍ଟ

ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ +୨ କଳା ରେଜଲ୍ଟ

ଭୁବନେଶ୍ୱର : ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ +୨ କଳା ପରୀକ୍ଷା ଫଳ। ତେବେ ଅଗଷ୍ଟ ଶେଷ ସପ୍ତାହରେ ପରୀକ୍ଷା ଫଳ ବାହାରିବାର ଥିଲା । ସିଏଚ୍‌ଏସଇର ୨ କର୍ମଚାରୀ କୋରୋନା ପଜିଟିଭ ଚିହ୍ନଟ ପରେ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking