21.1 C
Bhubaneswar
Saturday, February 28, 2026
Homeଓଡିଶାଛତୁଆ ଖାଇ ୨ଶିଶୁ କନ୍ୟାଙ୍କ ମୃତ୍ୟୁ

ଛତୁଆ ଖାଇ ୨ଶିଶୁ କନ୍ୟାଙ୍କ ମୃତ୍ୟୁ

ଗଜପତି: ଗଜପତି ଜିଲ୍ଲା ରାମଗିରି ଅଞ୍ଚଳରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରାମଗିରି ନିକଟ ତୁଳସୀନଗରରେ ରବିବାର ୨ ଜଣ ଶିଶୁକନ୍ୟାଙ୍କ ମୃତ୍ୟୁ। ପରିବାରର ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ମୃତକମାନଙ୍କର ବୟସ ୫ ଓ ୩ ବର୍ଷ। ସେମାନଙ୍କର ପରିଚୟ ମିଳିପାରି ନାହିଁ। ପୁଲିସ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଜାରି ରଖିଛି। ଶିଶୁକନ୍ୟାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ି ନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking