29.1 C
Bhubaneswar
Saturday, July 27, 2024
Homeଓଡିଶା+୨ ବୋର୍ଡ ପରୀକ୍ଷାର ହେବ ଲାଇଭ୍‌ ଷ୍ଟ୍ରିମିଙ୍ଗ

+୨ ବୋର୍ଡ ପରୀକ୍ଷାର ହେବ ଲାଇଭ୍‌ ଷ୍ଟ୍ରିମିଙ୍ଗ

ଭୁବନେଶ୍ୱର: ପ୍ରଥମ ଥର ପାଇଁ ଯୁକ୍ତ ଦୁଇ ଶେଷ ବର୍ଷ ବୋର୍ଡ ପରୀକ୍ଷାର ହେବ ଲାଇଭ୍‌ ଷ୍ଟ୍ରିମିଙ୍ଗ । ଭୁବନେଶ୍ୱରରେ ଗଣଶିକ୍ଷା ବିଭାଗ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ଲାଇଭ୍‌ ଷ୍ଟ୍ରିମିଙ୍ଗ ଲିଙ୍କ୍ ଦିଆଯିବ । ରାଜ୍ୟର ପ୍ରତି ପରୀକ୍ଷାକେନ୍ଦ୍ର ସହ ପରୀକ୍ଷା ପରିଚାଳନା ହବ୍‌କୁ ଲାଇଭ୍‌ ଷ୍ଟ୍ରିମିଙ୍ଗ ମାଧ୍ୟମରେ ମନିଟରିଂ କରାଯିବ ।

ପରୀକ୍ଷାରେ ସ୍ୱଚ୍ଛତା ପାଇଁ ଏଭଳି ବ୍ୟବସ୍ଥା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(CHSE) ଗ୍ରହଣ କରିଛି । ପ୍ରତିବର୍ଷ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗୁଛି । ପରୀକ୍ଷାକେନ୍ଦ୍ର ଗୁଡ଼ିକରେ ସିସିଟିଭି ଇନଷ୍ଟଲେସନ ନେଇ ସ୍ଥିତି କ’ଣ ତାହା ଡିସେମ୍ବର ୧୫ ସୁଦ୍ଧା ପରିଷଦକୁ ଜଣାଇବା ଲାଗି CHSE ପରୀକ୍ଷା ନିୟନ୍ତ୍ରକ ସବୁ କଲେଜ୍ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking