ସାପ କାମୁଡ଼ାରେ ଚାଲିଗଲା ଦୁଇ ଭାଇଙ୍କ ଜୀବନ

ଦେବଗଡ: ଦେବଗଡ଼ରେ ସାପ କାମୁଡ଼ାରେ ଗୋଟିଏ ପରିବାରର ଦୁଇ ଶିଶୁ ମୃତ । ମୃତ ଶିଶୁ ଦ୍ବୟ ଦେବଗଡ଼ ଥାନା ଅନ୍ତର୍ଗତ ଜାଂଗଲିକୁଦର ଗ୍ରାମର ସର୍ବେଶ୍ୱର ଦେହୁରୀଙ୍କ ଦୁଇ ଶିଶୁ ପୁତ୍ର ଗୌରାଙ୍ଗ ଦେହୁରୀ (୧୪) ଓ ସୌଭାଗ୍ୟ ଦେହୁରୀ (୮) ବୋଲି ଜଣାପଡିଛି । ଅନ୍ୟ ଦିନ ଭଳି ଗତକାଲି ରାତି ଖିଆପିଆ ସାରି ଘର ଚଟାଣରେ ଶୋଇଥିବା ବେଳେ ଆଜି ଭୋର ସମୟରେ ଏକ ବିଷାକ୍ତ ଚିତି ସାପ ଶିଶୁ ଦ୍ବୟଙ୍କୁ କାମୁଡି ଥିଲା … Continue reading ସାପ କାମୁଡ଼ାରେ ଚାଲିଗଲା ଦୁଇ ଭାଇଙ୍କ ଜୀବନ