24.1 C
Bhubaneswar
Tuesday, October 22, 2024
Homeସ୍ୱାସ୍ଥ୍ୟରାଜ୍ୟରେ ୨ଦିନ ବର୍ଷା ସମ୍ଭାବନା

ରାଜ୍ୟରେ ୨ଦିନ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟରେ ୧୭ ତାରିଖରେ ବିଭିନ୍ନ ଜିଲ୍ଲାକୁ ବର୍ଷା ନେଇ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି । ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ର କିଛି ସ୍ନାନରେ ବର୍ଷା ହୋପାରେ । ସେହିପରି ଅନୁଗୁଳ, ଯାଜପୁର, ଢେଙ୍କାନାଳ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତେବେ ସୋମବାର ଠାରୁ ଉପକୂଳରେ ଶୀତର ପ୍ରଭାବ ସାମାନ୍ୟ କମିଛି । ଭୁବନେଶ୍ବର ଓ କଟକ ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଶୀତ କମ୍ ଅନୁଭୂତ ହେଉଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ସଞ୍ଜିବ ଦ୍ବିବେଦୀଙ୍କ ଆକଳନ ଅନୁଯାୟୀ, ପଶ୍ଚିମା ବାୟୁ ପ୍ରବାହ ଯୋଗୁ ୨ ଦିନ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking