ଅଜଣା ଗାଡ଼ି ଧକ୍କାରେ ୨ ମୃତ

ଖଡ଼ିଆଳ : ଅଜଣା ଗାଡ଼ି ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କର ଡାକ୍ତରଖାନାରେ ମୃତ୍ୟୁ ଘଟିଛି । ନୂଆପଡ଼ା ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଜାମଖୁଣ୍ଟା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ ନରେଶ ମାଝି ଓ ତାଙ୍କର ଜଣେ ସଂପର୍କୀୟ। ଆହତ କଦମ ମାଝି ଓ ଘନଶ୍ୟାମ ମାଝିଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ରାତିରେ ବଲାଙ୍ଗିର ଜିଲ୍ଲା … Continue reading ଅଜଣା ଗାଡ଼ି ଧକ୍କାରେ ୨ ମୃତ