38.1 C
Bhubaneswar
Friday, May 3, 2024
Homeଓଡିଶାମହାନଦୀରେ ଡଙ୍ଗା ବୁଡି ୨ ମୃତ ଘଟଣା : ମୃତକଙ୍କ ପରିବାରକୁ ୪ ଲକ୍ଷ...

ମହାନଦୀରେ ଡଙ୍ଗା ବୁଡି ୨ ମୃତ ଘଟଣା : ମୃତକଙ୍କ ପରିବାରକୁ ୪ ଲକ୍ଷ ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ବର : ଝାରସୁଗୁଡା ଜିଲ୍ଲା ଲଖନପୁରର ଶରଧାରେ ମହାନଦୀରେ ନୌକା ବୁଡି ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେିଛନ୍ତି ମୁଖ୍ୟମନ୍ତ୍ରୀ ।

ମହାନଦୀରେ ଡଙ୍ଗାବୁଡି ୨ ମୃତ, ୭ ନିଖୋଜ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking