+୨ ନାମଲେଖା : ଆଜିଠୁ ଆବେଦନ

ଭୁବନେଶ୍ବର : ୨୦୨୩-୨୪ ଶିକ୍ଷାବର୍ଷରେ +୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଶିକ୍ଷାର ପ୍ରଥମବର୍ଷ ନାମଲେଖା ଆବେଦନ ପ୍ରକ୍ରିୟା ଆଜି ଠାରୁ ଆରମ୍ଭ ହେବ। ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀ ସୋମବାର ପୂର୍ବାହ୍ନ ୧୧ଟାରୁ ଆବେଦନ କରିପାରିବେ। ଅନଲାଇନ୍ ମାଧ୍ୟମରେ ଆବେଦନର ଶେଷ ତାରିଖ ଜୁନ୍ ୨୦ ରାତି ୧୧ଟା ୪୫ ଧାର୍ଯ୍ୟ କରାଯାଇଛି। ସେହିପରି କଟଅଫ୍ ମାର୍କ ଅନୁସାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଜୁନ୍ ୨୮ ତାରିଖ ସକାଳ ୧୧ଟା ୪୫ରେ ପ୍ରକାଶ ପାଇବ। … Continue reading +୨ ନାମଲେଖା : ଆଜିଠୁ ଆବେଦନ