25.1 C
Bhubaneswar
Sunday, May 3, 2026
Homeଓଡିଶା+୨ ପରୀକ୍ଷା ତାରିଖ ଘୋଷଣା

+୨ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର : ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ। ପରୀକ୍ଷା ତାରିଖ ଘୋଷଣା କରିଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡା। ଏଥର ଯୁକ୍ତ ଦୁଇ ପରୀକ୍ଷା ଦୁଇ ଭାଗରେ ହେବ। ଇଣ୍ଟରନାଲ ଓ ମେନ ପରୀକ୍ଷା। ଇଣ୍ଟରନାଲ ଡ଼ିସେମ୍ବର ୨୬ ରୁ ୩୦ ଯାଏଁ ହେବ ପରୀକ୍ଷା। ଜାନୁଆରୀ ୨ ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା। ଫେବୃଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ମେନ ପରୀକ୍ଷା ହେବ। ସମସ୍ତ ଷ୍ଟ୍ରିମର ଫଳାଫଳ ପରୀକ୍ଷା ସରିବାର ୪୫ ଦିନ ଭିତରେ ବାହାରିବ। ଫର୍ମ ଫିଲ ଅପ ଚାଲିଛି। ଯେଉଁମାନେ କରି ନାହାନ୍ତି, ଫାଇନ ଡେଟରେ କରିବେ। ୭୫% ଉପସ୍ଥାନ ନଥିଲେ, ମିଳିବନି ଆଡମିଟ କାର୍ଡ। କିଛି କଲେଜରେ ଯେଉଁଠି ପିଲାମାନଙ୍କ ଉପସ୍ଥାନ କମ ଥିବ, ସେମାନଙ୍କୁ ଶ୍ରେଣୀ ଗୃହକୁ ଆଣିବାକୁ କଲେଜ ଅଧ୍ୟକ୍ଷ ସଚେତନ କରନ୍ତୁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking