24.1 C
Bhubaneswar
Sunday, January 5, 2025
Homeଓଡିଶାଫେବୃଆରୀ ୧୬ରୁ +୨ ପରୀକ୍ଷା

ଫେବୃଆରୀ ୧୬ରୁ +୨ ପରୀକ୍ଷା

ଭୁବନେଶ୍ୱର: ଫେବ୍ରୁଆରୀ ୧୬ରୁ +୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏ ଚାଲିବ । କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି ପରୀକ୍ଷା ସୂଚନା । ପ୍ରଥମେ ୧୬ତାରିଖ ଦିନ ବଜ୍ଞାନ ପରୀକ୍ଷା ରହିଛି । ସେହିପରି ୧୭ ତାରିଖ ଦିନ କଳା ଓ ବାଣିଜ୍ୟ ପରୀକ୍ଷା ହେବ ।

ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking