ଭୁବନେଶ୍ୱର: +୨ ପରୀକ୍ଷା ପରିଚାଳନାରେ ଭାଗନେବେ ୬୬୨ ବର୍ଗ ଅଧ୍ୟାପକ । ସର୍ତ୍ତମୂଳକ ଭାବେ ପରୀକ୍ଷା ପରିଚାଳନାରେ ଭାଗନେବାକୁ ନିଷ୍ପତ୍ତି ନିଆଯାଇଛି । ଆନ୍ଦୋଳନ ଚାଲୁ ରଖିବା ସହ ପରୀକ୍ଷା ପରିଚାଳନାରେ ବିଭାଗ ନେବେ । ମନ୍ତ୍ରୀସ୍ତରୀୟ କମିଟି ସହ ଆଲୋଚନା ପରେ ଅଧ୍ୟାପକ ସଂଘ ଏହି ନିଷ୍ପତ୍ତି ନେଇଥିବା ସୂଚନା ।