23.1 C
Bhubaneswar
Monday, December 22, 2025
Homeଦେଶ ବିଦେଶ୨ ମହିଳା ମାଓବାଦୀ ମୃତ

୨ ମହିଳା ମାଓବାଦୀ ମୃତ

ରାୟପୁର : ଛତିଶଗଡ  ଅବୁଝମାଡ ଜଙ୍ଗଲରେ ପୋଲିସ – ମାଓବାଦୀ ଗୁଳି ବିନିମୟ ହୋଇଛି । ପୋଲିସ ଏନକାଉଣ୍ଟରରେ ୨ ହାର୍ଡକୋର ମହିଳା ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ରାଇଫଲ, ବନ୍ଧୁକ ଓ ବିପୁଳ ପରିମାଣରେ ବିସ୍ଫୋରକ ଜବତ କରାଯାଇଛି । ସର୍ଚ୍ଚ ଅପରେସନ ଏବେ ବି ଜାରି ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking