ଭୁବନେଶ୍ୱର: ଯୁକ୍ତ ଦୁଇ ପରୀକ୍ଷା ସୂଚାରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ମାର୍ଚ୍ଚ ୧୧ ତାରିଖରେ ଓଡିଆକୁ ଛାଡି ଅନ୍ୟ ସମସ୍ତ ମାତୃଭାଷା ୨୩କୁ ଘୁଞ୍ଚିଲା । ସେହିପରି ସମସ୍ତ ବିଭାଗରେ ମାର୍ଚ୍ଚ ୨୧ ପରୀକ୍ଷା ୨୫ ତାରିଖକୁ ଘୁଞ୍ଚିଲା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ।










