30.1 C
Bhubaneswar
Wednesday, May 1, 2024
Homeଓଡିଶାଆଜି ଯୁକ୍ତ ଦୁଇ ଇନଷ୍ଟାଣ୍ଟ ପରୀକ୍ଷା ଫଳ

ଆଜି ଯୁକ୍ତ ଦୁଇ ଇନଷ୍ଟାଣ୍ଟ ପରୀକ୍ଷା ଫଳ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଇନଷ୍ଟାଣ୍ଟ ପରୀକ୍ଷା ଫଳ । ଆଜି ଅପରାହ୍ନ ୩ଟାରେ ପ୍ରକାଶ ପାଇବ ଫଳ । ଚଳିତ ଥର ୧ହଜାର ୧୪୭ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ତେବେ ଆଜି ଅପରାହ୍ନରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ପିଲା ମାନେ ୱେବ୍ସାଇଟ ରେ ନିଜ ପରୀକ୍ଷା ଫଳ ଜାଣିପାରିବେ ।

କେଦାରନାଥ ଧାମରେ ମନ ମୋହୁଛି ଶିବ ପାର୍ବତୀଙ୍କ ଆକର୍ଷଣୀୟ ରଙ୍ଗୋଲି

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking