16.1 C
Bhubaneswar
Sunday, December 7, 2025
Homeଓଡିଶାବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ୨ ମୃତ

ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ୨ ମୃତ

ଚମ୍ପୁଆ: ଚମ୍ପୁଆରୁ ସାମ୍ନାକୁ ଆସିଛି ଏକ ମର୍ମନ୍ତୁଦ ଦୁର୍ଘଟଣାର ଖବର । ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ୨ ବାଇକ ଚାଳକ ମୃତ୍ୟୁବରଣ କରିଛନ୍ତି । ୫୨୦ ଏନ୍‌ଏଚ୍ ମୁରୁସୁଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking