30 C
Bhubaneswar
Thursday, July 23, 2026
Homeଓଡିଶାଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ

ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ

ଭଦ୍ରକ: ଭଦ୍ରକ ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ । ଭଣ୍ଡାରିପୋଖରୀ ଥାନା ଜସୋଟିଗିରି ନିକଟରେ ଦୁର୍ଘଟଣା । ୨ ମୃତକ ବାଲେଶ୍ୱର ଜିଲ୍ଲା ବେଗୁନିଆ ଅଞ୍ଚଳର ସୂଚନା । ଦୁଇ ଜଣ ବାଇକରେ କଟକ ଯାଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି। ଘଟଣାର ତଦନ୍ତ କରୁଛି ଭଣ୍ଡାରିପୋଖରୀ ପୁଲିସ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking