32.1 C
Bhubaneswar
Saturday, May 4, 2024
Homeଓଡିଶାସୁରକ୍ଷାକର୍ମୀଙ୍କ ଗୁଳିରେ ସଫା ୨ ମାଓବାଦୀ

ସୁରକ୍ଷାକର୍ମୀଙ୍କ ଗୁଳିରେ ସଫା ୨ ମାଓବାଦୀ

ବୌଦ୍ଧ : ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ମାଓବାଦୀଙ୍କ ମୃତ୍ୟୁ ଘଟିଛି । କଣ୍ଟାମାଳ ଥାନା ପଢେଲ ଡ୍ୟାମ୍ ନିକଟ ଜଙ୍ଗଲରେ ଏନ୍‌କାଉଣ୍ଟର ହୋଇଥିବାର ସୂଚନା । ଜଙ୍ଗଲରେ କମ୍ବିଂ ବେଳେ ସୁରକ୍ଷାକର୍ମୀ – ମାଓବାଦୀ ମୁହାଁମୁହିଁ ହୋଇଥିଲା । ଜଙ୍ଗଲରେ ୪୦ରୁ ୫୦ ମାଓବାଦୀ ଲୁଚି ରହିଥିବା ସନ୍ଦେହ । ବୀପୁଳ ଅସ୍ତ୍ରଶସ୍ତ୍ର ସହ ମାଓ ସାମଗ୍ରୀ ଜବତ ହୋଇଥିବା ବେଳେ ସର୍ଚ୍ଚ ଅପରେସନ ଜାରି ରହିଛି ।

 

ଟ୍ରକ୍‌କୁ ପିଟିଲା ଟ୍ରକ୍: ହେଲପର ମୃତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking