24.1 C
Bhubaneswar
Tuesday, February 10, 2026
Homeଓଡିଶା୨ ନାବାଳକ ମୃତ୍ୟୁ ଘଟଣା: ଅନୁକମ୍ପାମୂଳକ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

୨ ନାବାଳକ ମୃତ୍ୟୁ ଘଟଣା: ଅନୁକମ୍ପାମୂଳକ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ବ୍ଲକ ଅନ୍ତର୍ଗତ ରଙ୍ଗବଜାର ନିକଟ କୁଆଖାଇରେ ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ଦୁଇ ଛାତ୍ରଙ୍କ ପ୍ରାଣହାନୀ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ’ଏକ୍ସ’ ଜରିଆରେ ସେ ଏନେଇ ସୂଚନା ପ୍ରଦାନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାର ନିମନ୍ତେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠିରୁ ୪ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking