21.1 C
Bhubaneswar
Thursday, February 5, 2026
Homeଓଡିଶାପୋଖରୀରେ ବୁଡି ୨ ନାବାଳକ ମୃତ

ପୋଖରୀରେ ବୁଡି ୨ ନାବାଳକ ମୃତ

ରାଇରଙ୍ଗପୁର: ମୟୁରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଅଞ୍ଚଳରୁ ଏକ ବଡ ଅଘଟଣର ଖବର ସାମ୍ନାକୁ ଆସିଛି । ପୋଖରୀରେ ବୁଡି ଦୁଇ ନାବାଳକଙ୍କ ମୃତ୍ୟୁ ଘଟିଛି । ଗ୍ରାମାଞ୍ଚଳ ଥାନା ଚାଡ୍ରିପାହାଡି ଗାଁରେ ଘଟିଛି ଏହି ଅଘଟଣ । ସୂଚନା ଅନୁସାରେ ଦୁହେଁ ପୋଖରୀକପ ଗାଧୋଇବାକୁ ଯାଇଥିଲେ । ଘଟଣା ସମ୍ପର୍କରେ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବାହିନୀ । ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking