33.1 C
Bhubaneswar
Friday, May 3, 2024
Homeଓଡିଶା୨ ବିଧାୟକଙ୍କ ପତ୍ନୀଙ୍କୁ ମିଳିଲା ଟିକେଟ

୨ ବିଧାୟକଙ୍କ ପତ୍ନୀଙ୍କୁ ମିଳିଲା ଟିକେଟ

ଭୁବନେଶ୍ୱର: ବିଜୁ ଜନତା ପକ୍ଷରୁ ବାକି ଥିବା ୧୨ ଆସନ ମଧ୍ୟରୁ ୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । ଫଳରେ ବର୍ତ୍ତମାନ ସୁଦ୍ଧା ମୋଟ ୧୪୧ ଜଣଙ୍କ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବାବେଳେ ଆହୁରି ୬ ଜଣଙ୍କ ନାମ ବାକି ଅଛି । ତେବେ ଆଜି ଘୋଷଣା ହୋଇଥିବା ୬ ପ୍ରାର୍ଥୀଙ୍କ ମଧ୍ୟରୁ ୨ ଜଣ ବିଧାୟକଙ୍କ ପତ୍ନୀଙ୍କୁ ଟିକେଟ ଦିଆଯାଇଛି । ବାଙ୍ଗିରିପୋଷିରୁ ଟିକେଟ ପାଇଛନ୍ତି ସୁଦାମ ମାରାଣ୍ଡିଙ୍କ ପତ୍ନୀ ରଞ୍ଜିତା ମାରାଣ୍ଡି । ସୁଦାମ ମାରାଣ୍ଡିଙ୍କୁ ବିଜେଡି ମୟୂରଭଞ୍ଜ ଲୋକସଭା ଆସନରୁ ପ୍ରାର୍ଥୀ କରିଛି । ସେହିପରି ରଘୁନାଥପାଲି ବିଧାୟକ ସୁବ୍ରତ ତରାଇଙ୍କ ସ୍ଥାନରେ ପତ୍ନୀ ଅର୍ଚ୍ଚନାଙ୍କୁ ବିଜେଡି ଟିକେଟ ଦେଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking