38.1 C
Bhubaneswar
Saturday, April 20, 2024
Homeବ୍ରେକୀଙ୍ଗବିଧାନସଭାରେ ଶପଥ ନେଲେ ୨ ନୂଆ ବିଧାୟକ

ବିଧାନସଭାରେ ଶପଥ ନେଲେ ୨ ନୂଆ ବିଧାୟକ

ଭୁବନେଶ୍ୱର : ବିଧାନସଭାରେ ଆଜି ଶପଥ ନେଇଛନ୍ତି ନବନିର୍ବାଚିତ ୨ ବିଜେଡି ବିଧାୟକ । ବାଲେଶ୍ୱର ସଦର ବିଧାୟକ ସ୍ୱରୂପ ଦାସ ଓ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଶପଥ ନେଇଛନ୍ତି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଉଭୟ ବିଧାୟକଙ୍କୁ ଶପଥ ପାଠ କରାଇଛନ୍ତି । ତେବେ ବାଲେଶ୍ୱରରେ ୧୩ ହଜାରରୁ ଅଧିକ ଭୋଟରେ ସ୍ୱରୂପ ଦାସ ବିଜୟୀ ହୋଇଛନ୍ତି । ଅନ୍ୟପଟେ ତିର୍ତ୍ତୋଲରେ ବିଜେଡି ପ୍ରାର୍ଥୀ ୩୮ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି । ଉଭୟ ଆସନରେ ବିଜେପି ପ୍ରାର୍ଥୀଙ୍କୁ ହରାଇଛନ୍ତି ବିଜେଡି ପ୍ରାର୍ଥୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking