39.8 C
Bhubaneswar
Thursday, April 18, 2024
Homeଓଡିଶାରାଜଧାନୀ ରେଳ ଷ୍ଟେସନରୁ ୨ ପଜେଟିଭ ଚିହ୍ନଟ

ରାଜଧାନୀ ରେଳ ଷ୍ଟେସନରୁ ୨ ପଜେଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନରୁ ୨ ଜଣ ଯାତ୍ରୀ ପଜେଟିଭ ଚିହ୍ନଟ ହୋଇଛନ୍ତି । ତେବେ ଭୁବନେଶ୍ୱର ରେଳ ଷ୍ଟସନରୁ ପ୍ରଥମ ଥର ପାଇର୍ ପଜେଟିଭ ଚିହ୍ନଟ ହୋଇଛନ୍ତି । ଉଭୟ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଉପୟଙ୍କ କଣ୍ଟାକ୍ଟ ଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରିର ତନାଘନା ଚାଲିଛି । ରେଳ ଷ୍ଟସନରେ ପଜେଟିଭ ଚିହ୍ନଟ ପରେ ଟେଷ୍ଟିଂକୁ ତ୍ୱରାନ୍ୱିତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ବିଏମସି କମିସନର ପ୍ରେମଚନ୍ଦ୍ର ଚୌଧୁରୀ ।

ଆଜି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୪୫୦ ପାର କରିଛି । ରାଜ୍ୟରୁ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୯୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking