35.1 C
Bhubaneswar
Monday, June 17, 2024
Homeଓଡିଶାପ୍ରକାଶ ପାଇଲା +୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ପ୍ରକାଶ ପାଇଲା +୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର : ଆଜି ଏକ ସଙ୍ଗେ ପ୍ରକାଶ ପାଇଛି +୨ କଳା, ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। କଳାରେ ପାସ୍‌ ହାର ୮୦.୯୫% ଥିବା ବେଳେ ବିଜ୍ଞାନର ପାସ୍‌ ହାର ୮୬.୯୩ % ଓ ବାଣିଜ୍ୟର ପାସ୍‌ ହାର ୮୨.୨୭% ରହିଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ଫଳ ପ୍ରକାଶ ପାଇଛି। ବିଜ୍ଞାନରେ ୧ ଲକ୍ଷ ୮ ହଜାର ୧୪୮ ଛାତ୍ରଛାତ୍ର ପରୀକ୍ଷା ଦେଇଥିବା ବେଳେ ୯୭ ହଜାର ୧୭୨ ଜଣ ପାସ୍‌ କରିଛନ୍ତି। ପାସ୍‌ ହାର ୮୬.୯୩% ରହିଛି। ବିଜ୍ଞାନରେ ଝିଅଙ୍କ ତୁଳନା ପୁଅଙ୍କ ପାସ୍‌ ହାର ଅଧିକ ରହିଛି। କଳାରେ ପାସ୍‌ ହାର ୮୦.୯୫%, ବିଜ୍ଞାନର ପାସ୍‌ ହାର ୮୬.୯୩%, ବାଣିଜ୍ୟର ପାସ୍‌ ହାର ୮୨.୨୭% ଓ ଧନ୍ଦାମୂଳକ ଶିକ୍ଷାରେ ପାସ୍‌ ହାର ୬୮.୦୨ ପ୍ରତିଶତ ରହିଛି। ଏହି ୪ ବିଷୟରେ ପରୀକ୍ଷାର ଫଳ www.orissaresults.nic.inରେ ଉପଲବ୍ଧ କରାଯାଇଥିବା ନେଇ ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି।

ପ୍ରକାଶ ପାଇଲା ମାଟ୍ରିକ ରେଜେଲ୍ଟ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking