40.1 C
Bhubaneswar
Monday, June 17, 2024
Homeଓଡିଶାଆଜି ପ୍ରକାଶ ପାଇବ ଯୁକ୍ତ୨ ରେଜଲ୍ଟ

ଆଜି ପ୍ରକାଶ ପାଇବ ଯୁକ୍ତ୨ ରେଜଲ୍ଟ

ଭୁବନେଶ୍ୱର:  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ଆସନ୍ତାକାଲି ପରିଷଦ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରେ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ ସୂଚନା ଦେଇଛନ୍ତି । ଚଳିତବର୍ଷ ପ୍ରଥମ ଥର ପାଇଁ ଗୋଟିଏ ଦିନରେ  ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ରେଜଲ୍ଟ ବାହାରିବ । ଛାତ୍ରଛାତ୍ରୀ ୱେବସାଇଟରେ ରେଜଲ୍ଟ ଦେଖିପାରିବେ । ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking