ଆସନ୍ତା କାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର : ଆସନ୍ତା କାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । ଆସନ୍ତା କାଲି ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ରେଜଲ୍ଟ, ଏ ନେଇ ସିଏଚ୍ଏସ୍ଇ ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ, ମାର୍ଚ୍ଚ ୧ରୁ +୨ ପରୀକ୍ଷା ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହୋଇଥିଲା । ମୋଟ୍ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢ଼େ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏଥରୁ କଳାରେ ୨ଲକ୍ଷ ୧୯ହଜାର … Continue reading ଆସନ୍ତା କାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ