26.1 C
Bhubaneswar
Friday, August 8, 2025
Homeଅପରାଧଗଣେଶ ପୂଜାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ : ଛୁରାମାଡ଼ରେ ୨ ଗୁରୁତର

ଗଣେଶ ପୂଜାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ : ଛୁରାମାଡ଼ରେ ୨ ଗୁରୁତର

କଟକ : କଟକରେ ସାହିରେ ଚାଲି ଥିବା ଗଣେଷ ପୂଜାକୁ ନେଇ ଦୁଇ ଗୋଷ୍ଠୀ ମୁହାଁ ମୁହିଁ ହୋଇଛନ୍ତି। ଛୁରାମାଡରେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରତର ଅବସ୍ଥାରେ ୨ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବିଡାନାସୀ ନୁଆସାହି ଅଂଚଳରେ ଏହି ଘଟଣା ଘଟିଛି। ଘଟଣା ସ୍ଥଳରେ ବିଡାନାସୀ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଛୁରା ମାଡ଼ କରି ଥିବା ଦୁଇ ଅଭିଯୁକ୍ତ ଥାନାରେ ଅଟକ ରହିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking