18.1 C
Bhubaneswar
Thursday, February 5, 2026
Homeଦେଶ ବିଦେଶଏନକାଉଣ୍ଟରରେ ୨ ଯବାନ ସହିଦ: ୧୨ ଆହତ

ଏନକାଉଣ୍ଟରରେ ୨ ଯବାନ ସହିଦ: ୧୨ ଆହତ

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରର କୁଲଗାମରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ଦୁଇ ଜଣ ସୈନିକଙ୍କ ମୃତ୍ୟୁ ଘଟିଛି। ୧୨ ଆହତ ହୋଇଛନ୍ତି ଏବଂ ବର୍ତ୍ତମାନ ସେମାନଙ୍କର ଚିକିତ୍ସା ଚାଲିଛି।   ନବମ ଦିନରେ   କମ୍ବିଙ୍ଗ ଅପରେସନ ଜାରି ରହିଛି। ସାରା ରାତି ଅଞ୍ଚଳରେ ଜୋରଦାର ବିସ୍ଫୋରଣ ଏବଂ ଗୁଳିଚାଳନା ଶବ୍ଦ ଶୁଣାଯାଇଥିଲା। ଏହି ସମୟରେ, ଗତକାଲି ରାତିରେ ଗୁଳିଚାଳନାରେ ଦୁଇ ଜଣ ସେନା କର୍ମଚାରୀ ସହିଦ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ସୈନିକ ଆହତ ହୋଇଛନ୍ତି ।  ସୂତ୍ର ଅନୁଯାୟୀ, ଘନ ଜଙ୍ଗଲ ଏବଂ ପ୍ରାକୃତିକ ଗୁମ୍ଫା ଭଳି ଆଡ୍ଡାର ସୁଯୋଗ ନେଇ ଅତି କମରେ ତିନି କିମ୍ବା ତା’ଠାରୁ ଅଧିକ ଆତଙ୍କବାଦୀ ଏବେ ବି ଲୁଚି ରହିଛନ୍ତି। ଏହି ଏନକାଉଣ୍ଟର ଗତ କିଛି ଦଶନ୍ଧି ମଧ୍ୟରେ ସବୁଠାରୁ ଦୀର୍ଘ ଆତଙ୍କବାଦୀ ବିରୋଧୀ ଅପରେସନ ହୋଇସାରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking