28.8 C
Bhubaneswar
Tuesday, June 30, 2026
Homeଓଡିଶା୨ ଓଏଏସ୍ ଅଧିକାରୀଙ୍କ ବଦଳି

୨ ଓଏଏସ୍ ଅଧିକାରୀଙ୍କ ବଦଳି

ଭୁବନେଶ୍ୱର : ପୁରୀ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକଙ୍କୁ ବଦଳି କରାଯାଇଛି। ପୂର୍ବରୁ ଉନ୍ନୟନ ପ୍ରଶାସକ ଥିବା ଅଜୟ ଜେନାଙ୍କୁ ବଦଳି କରାଯାଇ ତାଙ୍କ ସ୍ଥାନରେ ନୂତନ ଭାବେ ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଦେବବ୍ରତ ସାହୁଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ଖୋର୍ଦ୍ଧା ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠୀଙ୍କୁ ଶ୍ରୀମନ୍ଦିର ରାଜସ୍ଵ ଉପପ୍ରଶାସକ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking