20.1 C
Bhubaneswar
Sunday, February 15, 2026
Homeଓଡିଶାଓଡିଶାରୁ ୨ ଶିକ୍ଷକ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ଓଡିଶାରୁ ୨ ଶିକ୍ଷକ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ଭୁବନେଶ୍ୱର : ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ଓଡ଼ିଶାର ଦୁଇ ଜଣ ଶିକ୍ଷକ। କଳାହାଣ୍ଡି ଜିଲାର ନର୍ଲାସ୍ଥିତ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଓ ରାୟଗଡ଼ା ଜିଲାର ବିଲେସୁସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଦ୍ବିତି ଚନ୍ଦ୍ର ସାହୁଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିକ୍ଷକ ପୁରସ୍କାର ପ୍ରଦାନ କରିବେ। ରାଷ୍ଟ୍ରପତି ସେପ୍ଟେମ୍ବର ୫, ୨୦୨୪ ରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ଠାରେ ୫୦ ଜଣ ମନୋନୀତ ପୁରସ୍କାର ବିଜେତାଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୪ ପ୍ରଦାନ କରିବେ । ପ୍ରତ୍ୟେକ ପୁରସ୍କାରରେ ମେରିଟ୍ ସାର୍ଟିଫିକେଟ୍‌, ନଗଦ ୫୦ ହଜାର ଟଙ୍କା ଓ ରୌପ୍ୟ ପଦକ ପ୍ରଦାନ କରାଯିବ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking