ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ପୁରସ୍କାର

ନୂଆଦିଲ୍ଲୀ : ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ଓଡ଼ିଶାର ଦୁଇ ଶିକ୍ଷକଙ୍କ ସମେତ ଦେଶର ୮୨ ଜଣ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ଜାତୀୟ ପୁରସ୍କାର-୨୦୨୪ରେ ସମ୍ମାନିତ କରିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ପକ୍ଷରୁ ଗୁରୁଦିବସ ଅବସରରେ ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର  କାର୍ୟ୍ୟକ୍ରମରେ ରାଷ୍ଟ୍ରପତି କୃତୀ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ। ପୁରସ୍କୃତ ହୋଇଥିବା ୨ ଓଡ଼ିଆ ଶିକ୍ଷକ ହେଲେ, କଳାହାଣ୍ଡି ଜିଲ୍ଲା ନର୍ଲାସ୍ଥିତ ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟର … Continue reading ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ପୁରସ୍କାର