36.1 C
Bhubaneswar
Tuesday, March 3, 2026
Homeଦେଶ ବିଦେଶ୨ ଆତଙ୍କବାଦୀ ନିହତ

୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ କାଶ୍ମୀର ଶ୍ରୀନଗରରେ ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟର । ସୋପୋରରେ ସୁରକ୍ଷା କର୍ମୀଙ୍କ ଗୁଳିରେ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା । କାଲି ଗ୍ରାମରଖିଙ୍କୁ ଗୁଳି କରି ହତ୍ୟା କରିଥିଲେ ଆତଙ୍କବାଦୀ । ସୋପୋରରେ ଆତଙ୍କୀ ଲୁଚିଥିବା ସନ୍ଦେହରେ ଚାଲିଥିଲା ଅପରେସନ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking