31.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ନିୟନ୍ତ୍ରଣ ରେଖା ନାଓଗାଁ ସେକ୍ଟରର ବାରାମୁଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ସୁରକ୍ଷାକର୍ମୀମାନେ ହନ୍ଦୱାରାର ନାଓଗାଁ ସେକ୍ଟରର ନିୟନ୍ତ୍ରଣ ରେଖା ନିକଟରେ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ଦେଖିଥିଲେ। ଏହାପରେ ଭାରତୀୟ ସୀମା ମଧ୍ୟକୁ ପଶିବାକୁ ଚେଷ୍ଟା କରୁଥିବା ବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଥିଲେ। ସେମାନଙ୍କ ନିକଟରୁ ଏକେ-୪୭ ଓ ଅନ୍ୟାନ୍ୟ ଆପତିଜନକ ସାମଗ୍ରୀ ଜବତ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking