28.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶଶୋପିଆନରେ ଗୁଳିବିନିମୟ, ୨ ଆତଙ୍କବାଦୀ ନିପାତ

ଶୋପିଆନରେ ଗୁଳିବିନିମୟ, ୨ ଆତଙ୍କବାଦୀ ନିପାତ

ଜମ୍ମୁ-କାଶ୍ମୀର : ଜମ୍ମୁ-କାଶ୍ମୀର ଶୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇ ୨ ଆତଙ୍କବାଦୀ ନିପାତ ହୋଇଛନ୍ତି ବୋଲି ଜଣାପଡିଛି। ଉକ୍ତ ସ୍ଥାନରେ ଆତଙ୍କବାଦୀ ଥିବା ନେଇ ସୂଚନା ମିଳିବା ପରେ ସୁରକ୍ଷାକର୍ମୀ ସ୍ଥାନକୁ ଘେରାଉ କରିଥିଲେ। ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିଚାଳନା କରିଥିଲେ। ପାଲଟା ଗୁଳି ଚାଳନାରେ ୨ ଆତଙ୍କବାଦୀ ନିପାତ ହୋଇଛନ୍ତି। ସୂଚନା ଅନୁଯାୟୀ, ମୃତ ଆତଙ୍କବାଦୀଙ୍କ ପରିଚୟ ମିଳି ପାରି ନାହିଁ। ଗତକାଲି ମଧ୍ୟ ଜଣେ ଆତଙ୍କବାଦୀ ନିପାତ ହୋଇଥିଲା। କାଲି ଠାରୁ ଗୁଳିବିନିମୟ ଚାଲୁ ରହିଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking