19.1 C
Bhubaneswar
Wednesday, February 11, 2026
Homeଦେଶ ବିଦେଶସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରର ବାନ୍ଦିପୋରା ଜିଲ୍ଲାର ଗୁରେଜ ସେକ୍ଟରରେ ନିୟନ୍ତ୍ରଣ ରେଖା (ଏଲଓସି) ରେ ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୂଚନା ଆଧାରରେ, ଭାରତୀୟ ସେନା ଏବଂ ଜମ୍ମୁ ଏବଂ କାଶ୍ମୀର ପୋଲିସ ଦ୍ୱାରା ଗୁରେଜ ସେକ୍ଟରରେ ଏକ ମିଳିତ ଅପରେସନ ଆରମ୍ଭ କରାଯାଇଥିଲା। ଯବାନମାନେ ସନ୍ଦେହଜନକ କାର୍ଯ୍ୟକଳାପ ଦେଖି ଅନୁପ୍ରବେଶକାରୀଙ୍କୁ ଚ୍ୟାଲେଞ୍ଜ କରିଥିଲେ, ଯାହା ଫଳରେ ଆତଙ୍କବାଦୀମାନେ ଆଖିବୁଜା ଗୁଳି ଚଳାଇଥିଲେ।”ଯବାନମାନେ ପ୍ରଭାବଶାଳୀ ଗୁଳି ଚଳାଇ ଜବାବ ଦେଇଥିଲେ ଏବଂ ଦୁଇ ଜଣ ଆତଙ୍କବାଦୀଙ୍କୁ ନିହତ କରିଥିଲେ ।ଘଟଣାସ୍ଥଳରେ ଅପରେସନ୍ ଜାରି ରହିଛି ବୋଲି ସେନା ପକ୍ଷରୁ ସୂଚନା ମିଳିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking