27.1 C
Bhubaneswar
Wednesday, June 26, 2024
Homeଓଡିଶାବିଦ୍ୟୁତ ଆଘାତରେ ୨ ଶ୍ରମିକ ମୃତ

ବିଦ୍ୟୁତ ଆଘାତରେ ୨ ଶ୍ରମିକ ମୃତ

ଯାଜପୁର: ବିଦ୍ୟୁତ ଆଘାତରେ ୨ ମୃତ । ଯାଜପୁର ରୋଡ଼ ଥାନା ବ୍ୟାସ ସରୋବର ପୀଠରେ ଅଘଟଣ। ଫେବ୍ରିକେସନ୍ କାର୍ଯ୍ୟ କରୁଥିବା ସମୟରେ ବିଦ୍ୟୁତ ଆଘାତରେ ୨ ଶ୍ରମିକଙ୍କ ମୃତ୍ୟୁ ସୂଚନା। ମୃତ ଶ୍ରମିକ ୨ ଜଣ ବିହାରର ବୋଲି ଜଣାପଡିଛି।

ବିଜେପି ନେତାଙ୍କୁ ଉଠାଇନେଲା ପୋଲିସ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking