28.8 C
Bhubaneswar
Tuesday, June 30, 2026
Homeଦେଶ ବିଦେଶପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

ଅନୁଗୁଳ : ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲା କିଶୋରନଗର ଥାନା ଧଉରାପାଲି ଗାଁରେ। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟ ଜଣେ ପୁରୁଷ ହୋଇଥିବା ସୂଚନା ମିଳିଛି। ପାଇଖାନା ଟାଙ୍କିରେ ପଶି ସେଟ୍ରିଂ ଖୋଲିବା ବେଳେ ଅସୁସ୍ଥ ହୋଇଥିଲେ। ଏହାପରେ ସେମାନଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking