30.1 C
Bhubaneswar
Thursday, May 9, 2024
Homeଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନପ୍ରଚାରରେ ୨୦ କୋଟି ଖର୍ଚ୍ଚ

ପ୍ରଚାରରେ ୨୦ କୋଟି ଖର୍ଚ୍ଚ

ଭୁବନେଶ୍ୱର: ପ୍ରଚାର ପ୍ରସାର ବାବଦରେ ୯ ମାସରେ ୨୦ କୋଟି ଖର୍ଚ୍ଚ ହୋଇଛି । ଆଜି ବିଧାନସଭାରେ ବିଧାକୟ ମୁକେଶ ମହାଲିଙ୍ଗଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି । ତାଙ୍କ ସୂଚନା ଅନୁସାରେ ରାଜ୍ୟ ସରକାର ୯ ମାସରେ ୧୯ କୋଟି ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି । ମୁଦ୍ରିତ ଗଣମାଧ୍ୟମକୁ ୧୭.୪୩ କୋଟି ଓ ବୈଦୁ୍ୟତିକ ଗଣମାଧ୍ୟମକୁ ୩୧ ଲକ୍ଷ ଦିଆଯାଇଛି । କେବଳ ହୋର୍ଡିଂ ଆଉଟଡୋର ବ୍ରାଣ୍ଡିଂରେ କୋଟିଏ ୯୩ ଲକ୍ଷ ଖର୍ଚ୍ଚ ହୋଇଛି । ୫ ବର୍ଷରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଖର୍ଚ୍ଚ କରିଛି ୮୩ କୋଟି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking